
Cuttack High Court Chhakaru Helsinki - Paperback
Pay over time for orders over $35.00 with
Offers & Perks
Earn 11 points with this purchase
Added to your rewards balance after checkout.
100 points welcome bonus
Create an account and start with extra points.
ପଥ ଅତିକ୍ରମୁଥିବା ପାନ୍ଥ କେବେ କ'ଣ ପାନ୍ଥଶାଳାକୁ ନିଜ ଆବାସସ୍ଥଳୀ ମନେକରି ପାରେ? ବୋଧହୁଏ ନା! ଜୀବନ ଯାହା ପାଇଁ ଅସରନ୍ତି ଯାତ୍ରା ଆଉ ଅତିକ୍ରମଣ ତା' ପାଇଁ ସାମାନ୍ୟ ବିଶ୍ରାମ କ୍ଳାନ୍ତିକର ନିଶ୍ଚୟ । ମୁଁ ସେହି ସକ୍ରିୟ କର୍ମ-ଚଞ୍ଚଳ ବ୍ୟକ୍ତିତ୍ୱଟିର ରକ୍ତସହ ପରିଚିତି ରଖୁଥିବା ସାଧାରଣ 'ମୁଁ' । ହୃଦୟର ପ୍ରାଣତନ୍ତ୍ରୀରେ ଜ୍ଞାନର ଦୀପାଳୀ ଜାଳି ମୋ ଜୀବନର ସର୍ବାଂଶକୁ ଯେ ସ୍ୱତନ୍ତ୍ର ଔଜ୍ଜ୍ୱଲ୍ୟରେ ପରିପୂର୍ଣ୍ଣ କରିଛନ୍ତି, ସେହି ମୋ ବାପା ସ୍ୱର୍ଗତ ଲକ୍ଷ୍ମୀନାରାୟଣ ଚୌଧୁରୀ । ତାଙ୍କର ଦ୍ୱିତୀୟ କନ୍ୟା ଭାବରେ ମୋ ଅନ୍ତରାତ୍ମା ପୂରିଉଠେ । ଭିତରେ ଭିତରେ ଅଭିମାନ କରିବସେ ଆଭିଜାତ୍ୟସଂପନ୍ନ ଚୌଧୁରୀ ବଂଶଜ ହୋଇଥିବାରୁ ଏକ ପ୍ରକାର ଆତ୍ମସନ୍ତୋଷ ଲାଭ କରେ ମୁଁ । ଦିବଙ୍ଗତ ଲକ୍ଷ୍ମୀନାରାୟଣ ଚୌଧୁରୀଙ୍କ ଅଭିଭାବକତ୍ୱରେ ଜୀବନର ଏକ ସ୍ୱତନ୍ତ୍ର ପରିଚୟ ଖୋଜି ପାଇଥିବାରୁ । ଫୁଲ ଓ ଫଳର ମାଧୁର୍ଯ୍ୟ ଓ ସୌନ୍ଦର୍ଯ୍ୟର ସମସ୍ତ ମହାନ୍]ପଣ 'ବୃକ୍ଷ' ସହିତ ସନ୍ନିହିତ ଥାଏ । ଅନୁରୂପ ଭାବରେ ମୋ ଜୀବନ- ଆତ୍ମପ୍ରତିଷ୍ଠା- ପରିଚୟର ପ୍ରକୃତ ଶ୍ରେୟ ତାଙ୍କୁ ଯିବା ଉଚିତ ।
ପ୍ରତ୍ୟେକ ମଣିଷର କର୍ମ ହିଁ ତା' ଭାଗ୍ୟ ନିର୍ଦ୍ଧାରଣ କରେ ବୋଲି ସେ ସର୍ବଦା କହୁଥିଲେ । ଭାଗ୍ୟ କିମ୍ବା ଅନ୍ଧ-ସୁଯୋଗର ବାହାନାରେ ବଞ୍ଚୁଥିବା ମଣିଷମାନଙ୍କୁ ସେ ସତର୍କ କରିଦେଉଥିଲେ । ନିୟମିତ କର୍ମ ଆଚରଣରେ ବିଶ୍ୱାସୀ ମୋ ବାପାଙ୍କୁ କେବଳ ଶୋଇବା ସମୟର ଚ
Contributor(s)
Free shipping on orders over $75. Standard shipping takes 3-7 business days. Eligible items may be returned within 30 days of delivery. Conditions apply.
