
Madhushala - Paperback
Pay over time for orders over $35.00 with
Offers & Perks
Earn 11 points with this purchase
Added to your rewards balance after checkout.
100 points welcome bonus
Create an account and start with extra points.
କବିର ହୃଦୟ କେବଳ କବିର ନୁହେଁ । କବିର ହୃଦୟ ଅଙ୍କରେ ତ୍ରିକାଳ ଓ ତ୍ରିଭୁବନ ଶାୟିତ । ସୃଷ୍ଟି ଦୁଗ୍ଧପାନକାରୀ ଶିଶୁଟିଏ ପରି କ୍ରୀଡ଼ାରତ ଓ ପ୍ରଳୟ ଅବୋଧ ବାଳକଟିଏ ପରି ଦୁଷ୍ଟାମି କରୁଛି । କବିର ହୃଦୟ ପ୍ରାଙ୍ଗଣ, ଶୂନ୍ୟପଥର ସଂଗୀତ, ଅନିଳର ହସ ଓ ସମୁଦ୍ରର କ୍ରନ୍ଦନରେ ପ୍ରତିଧ୍ୱନିତ । ହୃଦୟ ମନ୍ଦିରରେ ଜୀବନମରଣ ଅବିରତ ଗତିରେ ନୃତ୍ୟରତ । ଏହିସବୁ କାରଣରୁ କବିର ହୃଦୟ ତରଳିବା ସହ ସମସ୍ତ ବିଶ୍ୱ ମାଦକ ମଦିରାରେ ପରିପ୍ଳାବିତ ହୋଇଉଠିଛି । ଜଳ ସ୍ଥଳ, ଗଗନ ପବନ, ଧରା ସମୁଦ୍ର, ସ୍ୱର୍ଗ ନର୍କ, ଜଡ ଚେତନ, ରାତି ଦିନ, ବନ ଉପବନ, ନଦୀ ତଡାଗ, ମିଳନ ବିରହ, ପ୍ରଣୟ ସଂଘର୍ଷ, ଆଶା ନିରାଶା, ଜନ୍ମ ମୃତ୍ୟୁ - ସମସ୍ତ ବସ୍ତୁ ଯେଉଁମାନଙ୍କ ଅସ୍ତିତ୍ୱ ଏହି ବିଶ୍ୱରେ ଅଛି, ସେ ସମସ୍ତ ଆଜି ମଧୁଶାଳା ମଧୁଶାଳା ପ୍ରତିଭାତ ହେଉଛି ।
Contributor(s)
Free shipping on orders over $75. Standard shipping takes 3-7 business days. Returns accepted within 30 days of purchase.
